Job 2:12 — Compare Translations

5 translations compared side by side

Odia - 1840
"କିନ୍ତୁ ଯେତବେେଳେ ସହେି ତିନି ବନ୍ଧୁ ଦୂରରୁ ଆୟୁବକୁ ଦେଖିଲେ, ସମାନେେ ତାକୁ ଚିହ୍ନି ପାରି ଉଚ୍ଚ ସ୍ବର ରେ କ୍ରନ୍ଦନ କରିବାକୁ ଲାଗିଲେ। ଆଉ ସମାନେେ ଆପଣା ବସ୍ତ୍ର ଚିରି ସ୍ବର୍ଗ ଆଡ଼କୁ ଚାହିଁ ଆପଣା ମୁଣ୍ଡ ଉପରେ ଧୂଳି ଫିଙ୍ଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ଵରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ସେହି ତିନି ବନ୍ଧୁ ଦୂରରୁ ଆୟୁବକୁ ଦେଖିଲେ, ସେମାନେ ତାକୁ ଚିହ୍ନି ପାରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲେ। ଆଉ ସେମାନେ ଆପଣା ବସ୍ତ୍ର ଚିରି ସ୍ୱର୍ଗ ଆଡ଼କୁ ଗ୍ଭହିଁ ଆପଣା ମୁଣ୍ଡ ଉପରେ ଧୂଳି ଫିଙ୍ଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।