Job 2:13 — Compare Translations

5 translations compared side by side

Odia - 1840
"ତା'ପରେ ସହେି ତିନି ବନ୍ଧୁ ଆୟୁବ ସହିତ ସାତଦିନ ଓ ସାତରାତି ଭୂମିରେ ବସିଲେ। ସମାନଙ୍କେ ପାଟିରୁ ପଦଟିଏ କଥା ବାହାରୁ ନ ଥିଲା। ସମାନେେ ଆୟୁବକୁ କଥାପଦେ କହିଲେ ନାହିଁ, କାରଣ ସମାନେେ ଦେଖିଲେ ଯେ, ସେ କେତେ ୟନ୍ତ୍ରଣା ଭୋଗୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ତିନି ବନ୍ଧୁ ଆୟୁବ ସହିତ ସାତ ଦିନ ଓ ସାତ ରାତି ଭୂମିରେ ବସିଲେ। ସେମାନଙ୍କ ପାଟିରୁ ପଦଟିଏ କଥା ବାହାରୁ ନ ଥିଲା। ସେମାନେ ଆୟୁବକୁ କଥାପଦେ କହିଲେ ନାହିଁ, କାରଣ ସେମାନେ ଦେଖିଲେ ଯେ, ସେ କେତେ ଯନ୍ତ୍ରଣା ଭୋଗୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।