Job 2:4 — Compare Translations
5 translations compared side by side
Odia - 1840
"ଶଯତାନ ଉତ୍ତର ଦଲୋ, ଚର୍ମ ଚର୍ମ ପାଇଁ! ଜଣେ ମନୁଷ୍ଯ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦଇେ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ଵ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ଉତ୍ତର ଦେଲା, “ଚର୍ମ ଚର୍ମ ପାଇଁ! ଜଣେ ମନୁଷ୍ୟ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦେଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।”