Job 2:5 — Compare Translations
5 translations compared side by side
Odia - 1840
"ଯଦି ଆପଣ ତା'ର ଶରୀରକୁ କିଛି କରନ୍ତି, ସେ ନିଶ୍ଚଯ ଆପଣଙ୍କୁ ଆପଣଙ୍କ ସମ୍ମୁଖ ରେ ଅଭିଶାପ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆପଣ ତା’ର ଶରୀରକୁ କିଛି କରନ୍ତି, ସେ ନିଶ୍ଚୟ ଆପଣଙ୍କୁ ଆପଣଙ୍କ ସମ୍ମୁଖରେ ଅଭିଶାପ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।