Job 2:6 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ଏବେ ମୁଁ ଆୟୁବକୁ ତୁମ୍ଭ ଅଧିକାର ଭିତରକୁ ପ୍ରଦାନ କରୁଛି। ଗୋଟିଏ ସର୍ତ୍ତ ରେ, ଯେ ତୁମ୍ଭେ ତା'ର ଜୀବନକୁ ଛାଡ଼ିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଶୟତାନକୁ କହିଲେ, “ଠିକ୍ ଅଛି, ଏବେ ମୁଁ ଆୟୁବକୁ ତୁମ୍ଭ ଅଧିକାର ଭିତରକୁ ପ୍ରଦାନ କରୁଛି। ଗୋଟିଏ ସର୍ତ୍ତରେ, ଯେ ତୁମ୍ଭେ ତା’ର ଜୀବନକୁ ଛାଡ଼ିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”