Job 2:7 — Compare Translations

5 translations compared side by side

Odia - 1840
"ତା'ପରେ ଶଯତାନ ସଦାପ୍ରଭୁଙ୍କଠାରୁ ବିଦାଯ ନଇେ ଚାଲିଗଲା। ସେ ଆୟୁବକୁ ୟନ୍ତ୍ରଣାଦାୟକ କ୍ଷତ ଦଲୋ। ଏହି କ୍ଷତଗୁଡ଼ିକ ସମଗ୍ର ଶରୀର ରେ ମୁଣ୍ଡଠାରୁ ପାଦ ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ମହାଜ୍ଵାଳାଜନକ ବିସ୍ଫୋଟକରେ ତାହାକୁ ଆଘାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶୟତାନ ସଦାପ୍ରଭୁଙ୍କଠାରୁ ବିଦାୟ ନେଇ ଗ୍ଭଲିଗଲା। ସେ ଆୟୁବକୁ ଯନ୍ତ୍ରଣାଦାୟକ କ୍ଷତ ଦେଲା। ଏହି କ୍ଷତଗୁଡ଼ିକ ସମଗ୍ର ଶରୀରରେ ମୁଣ୍ଡଠାରୁ ପାଦ ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।