Job 2:8 — Compare Translations
5 translations compared side by side
Odia - 1840
"ସେଥିପାଇଁ ଆୟୁବ ଅଳିଆଗଦା ପାଖ ରେ ବସିଲା। ସେ ଖଣ୍ଡିଏ ଭଙ୍ଗା ପାତ୍ର ରେ ନିଜର କ୍ଷତି ହାଇେଥିବା ସ୍ଥାନକୁ କୁଣ୍ଡାଇବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ସର୍ବାଙ୍ଗ କୁଣ୍ତାଇବା ପାଇଁ ଖଣ୍ତେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଆୟୁବ ଅଳିଆଗଦା ପାଖରେ ବସିଲା। ସେ ଖଣ୍ଡିଏ ଭଙ୍ଗା ପାତ୍ରରେ ନିଜର କ୍ଷତ ହୋଇଥିବା ସ୍ଥାନକୁ କୁଣ୍ଡାଇବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା ।