Job 2:9 — Compare Translations
5 translations compared side by side
Odia - 1840
"ଏହି ସମୟରେ ଆୟୁବର ସ୍ତ୍ରୀ ଆୟୁବ ନିକଟକୁ ଆସି ତା'ର ଦୂରାବସ୍ଥା ଦେଖି କହିଲା, ଏବେ କି ତୁମ୍ଭେ ପରମେଶ୍ବରଙ୍କ ବିଶ୍ବସ୍ତ ବୋଲି ଭାବୁଛ। ତୁମ୍ଭେ କାହିଁକି ପରମେଶ୍ବରଙ୍କୁ ଅଭିଶାପ ଦଇେ ମୃତ୍ଯୁବରଣ କରୁ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, ତୁମ୍ଭେ କି ଏଯାଏ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ଵରଙ୍କୁ ପରିତ୍ୟାଗ କରି ମର ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଆୟୁବର ସ୍ତ୍ରୀ ଆୟୁବ ନିକଟକୁ ଆସି ତା’ର ଦୂରାବସ୍ଥା ଦେଖି କହିଲା, “ଏବେ କି ତୁମ୍ଭେ ପରମେଶ୍ୱରଙ୍କ ବିଶ୍ୱସ୍ତ ବୋଲି ଭାବୁଛ? ତୁମ୍ଭେ କାହିଁକି ପରମେଶ୍ୱରଙ୍କୁ ଅଭିଶାପ ଦେଇ ମୃତ୍ୟୁବରଣ କରୁ ନାହଁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏ ପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”