Job 20:11 — Compare Translations

5 translations compared side by side

Odia - 1840
"ଯେତବେେଳେ ସେ ୟୁବକ ଥିଲା, ତା'ର ହାଡ ଶକ୍ତ ଥିଲା। କିନ୍ତୁ ତା'ର ଶରୀରର ଅନ୍ଯାନ୍ଯ ଅଙ୍ଗଭଳି ସେ ମଧ୍ଯ ଶୀଘ୍ର ମାଟି ରେ ମିଶିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେ ଯୁବକ ଥିଲା, ତା’ର ହାଡ଼ ଶକ୍ତ ଥିଲା। କିନ୍ତୁ ତା’ର ଶରୀରର ଅନ୍ୟାନ୍ୟ ଅଙ୍ଗଭଳି ସେ ମଧ୍ୟ ଶୀଘ୍ର ମାଟିରେ ମିଶିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।

Recommended Reading