Job 20:12 — Compare Translations

5 translations compared side by side

Odia - 1840
"ଦୁଷ୍ଟତା ତା' ପାଟିକୁ ମିଠା ଲାଗେ, ସେ ସମ୍ପୂର୍ଣ୍ଣ ଆନନ୍ଦ ପାଇବାକୁ ତାକୁ ତା' ଜିଭତଳେ ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ଵା ତଳେ ତାହା ଲୁଚାଇ ରଖେ;
Odia Bible ERV 2004 (ପବିତ୍ର ବାଇବଲ)
“ଦୁଷ୍ଟତା ତା’ ପାଟିକୁ ମିଠା ଲାଗେ, ସେ ସମ୍ପୂର୍ଣ୍ଣ ଆନନ୍ଦ ପାଇବାକୁ ତାକୁ ତା’ ଜିଭତଳେ ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;