Job 20:13 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକ ଦୁଷ୍ଟାମୀକୁ ଭଲପାଏ। ସେ ଏହା ପରିତ୍ଯାଗ କରିବାକୁ ଘୃଣା କରେ। ଏକ ମିଠା ମିଶ୍ରି ଭଳି ତା'ର ମୁଖ ରେ ଏହା ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ଦୁଷ୍ଟାମୀକୁ ଭଲପାଏ। ସେ ଏହା ପରିତ୍ୟାଗ କରିବାକୁ ଘୃଣା କରେ। ଏକ ମିଠା ମିଶ୍ରି ଭଳି ତା’ର ମୁଖରେ ଏହା ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;