Job 20:14 — Compare Translations
5 translations compared side by side
Odia - 1840
"ସେ ମିଠା ତା'ର ପାକସ୍ଥଳୀ ରେ ବିଷ ରେ ପରିଣତ ହୁଏ ଏବଂ ତାହା ତିକ୍ତ ବିଷ ତା' ଭିତ ରେ ହାଇୟୋଏ, ଯେପରି ସାପର ବିଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମିଠା ତା’ର ପାକସ୍ଥଳୀରେ ବିଷରେ ପରିଣତ ହୁଏ ଏବଂ ତାହା ତିକ୍ତ ବିଷ ତା’ ଭିତରେ ହୋଇଯାଏ, ଯେପରି ସାପର ବିଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।
Recommended Reading