Job 20:15 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକ ଯେଉଁ ଧନ ଗିଳିଥାଏ, ତାହା ଉଦ୍ଗାର କରିବ। ପରମେଶ୍ବର ତାହା ତାକୁ ବାନ୍ତି କରାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ଵର ତାହାର ଉଦରରୁ ତାହାସବୁ ଦୂର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ଯେଉଁ ଧନ ଗିଳିଥାଏ, ତାହା ଉ‌‌‌ଦ୍‌‌‌ଗାର କରିବ। ପରମେଶ୍ୱର ତାହା ତାକୁ ବାନ୍ତି କରାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍‍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।