Job 20:16 — Compare Translations
5 translations compared side by side
Odia - 1840
"ସାପର ଗରଳ ଦୁଷ୍ଟ ଲୋକର ପାନୀଯ ରେ ପରିଣତ ହବେ। ସହେି ସାପର ବିଷଦାନ୍ତ ଶଷେ ରେ ତାକୁ ଦଂଶନ କରି ମାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ଵା ତାହାକୁ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସାପର ଗରଳ ଦୁଷ୍ଟ ଲୋକର ପାନୀୟରେ ପରିଣତ ହେବ। ସେହି ସାପର ବିଷଦାନ୍ତ ଶେଷରେ ତାକୁ ଦଂଶନ କରି ମାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ।