Job 20:17 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକ ଜଳଷୋର୍ତ ଓ ନଦୀ ପରି ବହି ଯାଉଥିବା ମହୁ ଓ ଦୁଧସରକୁ ଉପ ଭୋଗ କରି ପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନଦୀମାନ, ଅର୍ଥାତ୍, ମଧୁ ଓ ନବନୀତ-ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ଜଳସ୍ରୋତ ଓ ନଦୀ ପରି ବହି ଯାଉଥିବା ମହୁ ଓ ଦୁଧସରକୁ ଉପଭୋଗ କରି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନଦୀମାନ, ଅର୍ଥାତ୍‍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ନଦୀମାନ, ଅର୍ଥାତ୍‍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।