Job 20:18 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକ ତା'ର ଲାଭ ଫରୋଇବାକୁ ବାଧ୍ଯ ହବେ। ସେ ଯାହା ପାଇଁ ଏତେ କଷ୍ଟ ସ୍ବୀକାର କଲା, ତାକୁ ସେ ଭୋଗ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ତା’ର ଲାଭ ଫେରାଇବାକୁ ବାଧ୍ୟ ହେବ। ସେ ଯାହା ପାଇଁ ଏତେ କଷ୍ଟ ସ୍ୱୀକାର କଲା, ତାକୁ ସେ ଭୋଗ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ।