Job 20:19 — Compare Translations
5 translations compared side by side
Odia - 1840
"କାହିଁକି? କାରଣ ସେ ଗରିବକୁ ଲୁଣ୍ଠନ କରିଛି ଏବଂ ସମାନଙ୍କେୁ ପରିତ୍ଯାଗ କରିଛି। ସେ ସମାନଙ୍କେ ସମ୍ପତ୍ତିକୁ ନଇୟୋଇଛି। ସେ ନିଜେ ନିର୍ମାଣ କରି ନ ଥିବା ଗୃହକୁ ମାଡ଼ିବସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ଗରିବକୁ ଲୁଣ୍ଠନ କରିଛି ଏବଂ ସେମାନଙ୍କୁ ପରିତ୍ୟାଗ କରିଛି। ସେ ସେମାନଙ୍କ ସମ୍ପତ୍ତିକୁ ନେଇଯାଇଛି। ସେ ନିଜେ ନିର୍ମାଣ କରି ନ ଥିବା ଗୃହକୁ ମାଡ଼ିବସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ।