Job 20:21 — Compare Translations
5 translations compared side by side
Odia - 1840
"ସେ ଖାଇବା ପରେ ବଳକା ରହେ ନାହିଁ। ସେଥିପାଇଁ ତା'ର ଉତ୍ତମ ଦ୍ରବ୍ଯସବୁ ସ୍ଥାଯୀ ହୁଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଖାଇବା ପରେ ବଳକା ରହେ ନାହିଁ। ସେଥିପାଇଁ ତା’ର ଉତ୍ତମ ଦ୍ରବ୍ୟସବୁ ସ୍ଥାୟୀ ହୁଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ।