Job 20:22 — Compare Translations

5 translations compared side by side

Odia - 1840
"ଯେତବେେଳେ ଦୁଷ୍ଟ ଲୋକର ପ୍ରଚୁର ଥାଏ, ଦୁର୍ଦ୍ଦଶା ତା' ଉପରକୁ ଆସିବ, ତା'ର କଷ୍ଟ ତା' ଉପରକୁ ସମସ୍ତ ଶକ୍ତି ସହିତ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଦୁଷ୍ଟ ଲୋକର ପ୍ରଚୁର ଥାଏ, ଦୁର୍ଦ୍ଦଶା ତା’ ଉପରକୁ ଆସିବ, ତା’ର କଷ୍ଟ ତା’ ଉପରକୁ ସମସ୍ତ ଶକ୍ତି ସହିତ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ।