Job 20:23 — Compare Translations
5 translations compared side by side
Odia - 1840
"ଦୁଷ୍ଟଲୋକ ଯେତବେେଳେ ସେ ଚାହୁଁଥିବା ଖାଦ୍ୟ ଖାଇ ସାରିବ। ପରମେଶ୍ବର ତା' ଉପରେ ରାଗ ରେ ପ୍ରଚଣ୍ଡ ଆକ୍ରମଣ କରିବେ। ପରମେଶ୍ବର ତା' ଉପରେ ଶାସ୍ତି ବୃଷ୍ଟି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ଵର ତାହା ଉପରେ ଆପଣା କୋପର ପ୍ରଚଣ୍ତତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ଯେତେବେଳେ ସେ ଗ୍ଭହୁଁଥିବା ଖାଦ୍ୟ ଖାଇ ସାରିବ। ପରମେଶ୍ୱର ତା’ ଉପରେ ରାଗରେ ପ୍ରଚଣ୍ଡ ଆକ୍ରମଣ କରିବେ। ପରମେଶ୍ୱର ତା’ ଉପରେ ଶାସ୍ତି ବୃଷ୍ଟି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।