Job 20:24 — Compare Translations
5 translations compared side by side
Odia - 1840
"ସେ ହୁଏତ ଲୁହା ଖଡ୍ଗରୁ ରକ୍ଷା ପାଇପା ରେ, କିନ୍ତୁ ତମ୍ବାର ଧନୁ ତାକୁ ବିନ୍ଧି ପକଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୌହଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ହୁଏତ ଲୁହା ଖଡ଼୍ଗରୁ ରକ୍ଷା ପାଇପାରେ, କିନ୍ତୁ ତମ୍ବାର ଧନୁ ତାକୁ ବିନ୍ଧି ପକେଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।