Job 20:25 — Compare Translations

5 translations compared side by side

Odia - 1840
"ସହେି ତମ୍ବାତୀର ତା'ର ପୁରା ଶରୀର ଦଇେ ଗତି କରିବ। ତା'ର ପିଠି ପଟ ଦଇେ ବାହାରି ପଡ଼ିବ। ଏହାର ମୁନିଆ ଅଗ୍ରଭାଗ ତା'ର କଲିଜାକୁ ଚିରିଦବେ, ଏବଂ ତା' ଉପରେ ଆତଙ୍କ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ତମ୍ବାତୀର ତା’ର ପୁରା ଶରୀର ଦେଇ ଗତି କରିବ। ତା’ର ପିଠି ପଟ ଦେଇ ବାହାରି ପଡ଼ିବ। ଏହାର ମୁନିଆ ଅଗ୍ରଭାଗ ତା’ର କଲିଜାକୁ ଚିରିଦେବ, ଏବଂ ତା’ ଉପରେ ଆତଙ୍କ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।
Odia IRV 2017 (ଓଡିଆ ବାଇବେଲ)
ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।