Job 20:26 — Compare Translations
5 translations compared side by side
Odia - 1840
"ତା'ର ଭଣ୍ଡାର ଘର ସମ୍ପୂର୍ଣ୍ଣ ରୂପେ ଧ୍ବଂସ ପାଇବ। ଅଗ୍ନି ସେ ସବୁ ଧ୍ବଂସ କରିବ। ଏହା କୌଣସି ମନୁଷ୍ଯକୃତ ଅଗ୍ନି ନ ଥିବ। ଏହା ଦବୈାଗ୍ନି ତା' ଘରର ସମସ୍ତ ପଦାର୍ଥକୁ ଜାଳି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ଵୁରେ ଅବଶିଷ୍ଟସକଳ ଭସ୍ମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଭଣ୍ଡାର ଘର ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବ। ଅଗ୍ନି ସେ ସବୁ ଧ୍ୱଂସ କରିବ। ଏହା କୌଣସି ମନୁଷ୍ୟକୃତ ଅଗ୍ନି ନ ଥିବ। ଏହା ଦୈବାଗ୍ନି ତା’ ଘରର ସମସ୍ତ ପଦାର୍ଥକୁ ଜାଳି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ।