Job 20:27 — Compare Translations

5 translations compared side by side

Odia - 1840
"ସ୍ବର୍ଗ ଦୁଷ୍ଟ ଲୋକର ଅପରାଧକୁ ପ୍ରମାଣ କରିବ। ପୃଥିବୀ ତା' ବିରୁଦ୍ଧ ରେ ସାକ୍ଷୀ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶମଣ୍ତଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗ ଦୁଷ୍ଟ ଲୋକର ଅପରାଧକୁ ପ୍ରମାଣ କରିବ। ପୃଥିବୀ ତା’ ବିରୁଦ୍ଧରେ ସାକ୍ଷୀ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ।
Odia IRV 2017 (ଓଡିଆ ବାଇବେଲ)
ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ।