Job 20:28 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ କୋପର ବନ୍ଯା ତା' ଘରର ସମସ୍ତ ପଦାର୍ଥକୁ ବୋହି ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, କ୍ରୋଧ-ଦିନରେ ତାହାର ସର୍ବସ୍ଵ ବହିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ କୋପର ବନ୍ୟା ତା’ ଘରର ସମସ୍ତ ପଦାର୍ଥକୁ ବୋହି ନେଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, ପରମେଶ୍ୱରଙ୍କ କ୍ରୋଧର ଦିନରେ ତାହାର ସର୍ବସ୍ୱ ବହିଯିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, ପରମେଶ୍ଵରଙ୍କ କ୍ରୋଧର ଦିନରେ ତାହାର ସର୍ବସ୍ୱ ବହିଯିବ।