Job 20:29 — Compare Translations
5 translations compared side by side
Odia - 1840
"ସେଥିପାଇଁ ପ୍ରଭୁ ଦୁଷ୍ଟ ଲୋକଙ୍କ ପ୍ରତି ଯାହା କରିବେ, ତାହାହିଁ ପରମେଶ୍ବର ଯୋଜନା କରିଛନ୍ତି ତାଙ୍କୁ ଦବୋ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କଠାରୁ ଦୁଷ୍ଟଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ଵରଙ୍କ ନିରୂପିତ ଅଧିକାର ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ପ୍ରଭୁ ଦୁଷ୍ଟ ଲୋକଙ୍କ ପ୍ରତି ଯାହା କରିବେ, ତାହା ହିଁ ପରମେଶ୍ୱର ଯୋଜନା କରିଛନ୍ତି ତାଙ୍କୁ ଦେବା ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କଠାରୁ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।”
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କଠାରୁ ଦୁଷ୍ଟଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।