Job 20:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ଉତ୍ତର ରେ ଆମ୍ଭକୁ ଅପମାନିତ କରିଛ। କିନ୍ତୁ ମୁଁ ଜ୍ଞାନୀ, ତେଣୁ ତୁମ୍ଭକୁ କିପରି ଉତ୍ତର ଦବୋକୁ ହବେ ମୁଁ ଜାଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ଉତ୍ତରରେ ଆମ୍ଭକୁ ଅପମାନିତ କରିଛ। କିନ୍ତୁ ମୁଁ ଜ୍ଞାନୀ, ତେଣୁ ତୁମ୍ଭକୁ କିପରି ଉତ୍ତର ଦେବାକୁ ହେବ ମୁଁ ଜାଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ।