Job 20:4 — Compare Translations

5 translations compared side by side

Odia - 1840
"ତୁମ୍ଭେ ଜାଣ ଦୁଷ୍ଟ ଲୋକର ଆନନ୍ଦ ବେଶୀ ସମୟ ତିଷ୍ଠିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଜାଣ ଦୁଷ୍ଟ ଲୋକର ଆନନ୍ଦ ବେଶୀ ସମୟ ତିଷ୍ଠିପାରେ ନାହିଁ। ଏହା ସତ୍ୟ ବହୁ ସମୟରୁ ଯେତେବେଳଠାରୁ ଆଦମ ଏ ପୃଥିବୀରେ ରଖାଯାଇଥିଲା। ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାୟୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କ’ଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ