Job 20:8 — Compare Translations
5 translations compared side by side
Odia - 1840
"ସେ ସ୍ବପ୍ନ ଭଳି ମିଳାଇୟିବ। ଆଉ ତାକୁ କହେି ପାଇବେ ନାହିଁ। ସେ ଗୋଟିଏ ରାତ୍ରିର ଦୁଃସ୍ବପ୍ନ ଭଳି ଭୁଲି ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସ୍ଵପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସ୍ୱପ୍ନ ଭଳି ମିଳାଇଯିବ। ଆଉ ତାକୁ କେହି ପାଇବେ ନାହିଁ। ସେ ଗୋଟିଏ ରାତ୍ରିର ଦୁଃସ୍ୱପ୍ନ ଭଳି ଭୁଲି ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।