Job 20:9 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ତାକୁ ଦେଖିଥିଲେ ଆଉ ତାକୁ ଦେଖିପାରିବେ ନାହିଁ। ତା'ର ପରିବାର ମଧ୍ଯ ତା' ଆଡ଼କୁ ପୁଣି ଅନାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ତାକୁ ଦେଖିଥିଲେ ଆଉ ତାକୁ ଦେଖି ପାରିବେ ନାହିଁ। ତା’ର ପରିବାର ମଧ୍ୟ ତା’ ଆଡ଼କୁ ପୁଣି ଅନାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।