Job 21:10 — Compare Translations
5 translations compared side by side
Odia - 1840
"ସମାନଙ୍କେ ଷଣ୍ଢ ସଂଗମ କରି ନିଷ୍ଫଳ ହୁଏ ନାହିଁ। ସମାନଙ୍କେ ଗାଈସବୁ ବାଛୁରୀ ପ୍ରସବ କରେ। ବାଛୁରୀ ସବୁ ଜନ୍ମ ହେଲା ବେଳେ ମରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଷଣ୍ଢ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ। ସେମାନଙ୍କ ଗାଈସବୁ ବାଛୁରି ପ୍ରସବ କରେ। ବାଛୁରି ସବୁ ଜନ୍ମ ହେଲା ବେଳେ ମରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ।