Job 21:11 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ସମାନଙ୍କେ ପିଲାମାନଙ୍କୁ ମେଣ୍ଢା ପରି ବାହାରକୁ ଖାଜେିବକୁ ପଠାନ୍ତି। ସହେି ପିଲାମାନେ ଚାରିଆଡ଼େ ନୃତ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ସେମାନଙ୍କ ପିଲାମାନଙ୍କୁ ମେଣ୍ଢା ପରି ବାହାରକୁ ଖୋଜିବକୁ ପଠାନ୍ତି। ସେହି ପିଲାମାନେ ଗ୍ଭରିଆଡ଼େ ନୃତ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି।