Job 21:13 — Compare Translations
5 translations compared side by side
Odia - 1840
"ଦୁଷ୍ଟ ବ୍ଯକ୍ତି ସାରାଜୀବନ ସୌଭାଗ୍ଯ ରେ ଦିନ କାଟନ୍ତି। ତା'ପରେ ସମାନେେ ମୃତ୍ଯୁ ମୁଖ ରେ ପଡ଼ନ୍ତି। କୌଣସି ୟନ୍ତ୍ରଣା ଭୋଗ ନ କରି ସମାନେେ କବରକୁ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ବ୍ୟକ୍ତି ସାରାଜୀବନ ସୌଭାଗ୍ୟରେ ଦିନ କାଟନ୍ତି। ତା’ପରେ ସେମାନେ ମୃତ୍ୟୁ ମୁଖରେ ପଡ଼ନ୍ତି। କୌଣସି ଯନ୍ତ୍ରଣା ଭୋଗ ନ କରି ସେମାନେ କବରକୁ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇଯାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯା’ନ୍ତି।