Job 21:14 — Compare Translations

5 translations compared side by side

Odia - 1840
"କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଗ୍ଭହୁଁଛ ଆମ୍ଭେ ତାହା ଖାତିରି କରୁ ନାହୁଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।