Job 21:15 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ କହନ୍ତି, 'ସର୍ବଶକ୍ତିମାନ ପରମେଶ୍ବର କିଏ ଯେ, ଆମ୍ଭେ ତାଙ୍କର ସବୋ କରିବୁ ବୋଲି। ତାଙ୍କ ନିକଟରେ ପ୍ରାର୍ଥନା କଲେ ଆମ୍ଭେ କି ଲାଭ ପାଇବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବାଣ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ କହନ୍ତି, ‘ସର୍ବଶକ୍ତିମାନ ପରମେଶ୍ୱର କିଏ ଯେ, ଆମ୍ଭେ ତାଙ୍କର ସେବା କରିବୁ! ତାଙ୍କ ନିକଟରେ ପ୍ରାର୍ଥନା କଲେ ଆମ୍ଭେ କି ଲାଭ ପାଇବା?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?’
Odia IRV 2017 (ଓଡିଆ ବାଇବେଲ)
ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?’