Job 21:16 — Compare Translations

5 translations compared side by side

Odia - 1840
"ଏହା ସତ୍ଯ ଦୁଷ୍ଟ ଲୋକମାନଙ୍କର ସୌଭାଗ୍ଯ ସମାନଙ୍କେ ହାତ ରେ ନାହିଁ। ମୁଁ ସମାନଙ୍କେ ଉପଦେଶ ଗ୍ରହଣ କରିପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼଠାରୁ ଦୂରରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ସତ୍ୟ ଦୁଷ୍ଟ ଲୋକମାନଙ୍କର ସୌଭାଗ୍ୟ ସେମାନଙ୍କ ହାତରେ ନାହିଁ। ମୁଁ ସେମାନଙ୍କ ଉପଦେଶ ଗ୍ରହଣ କରି ପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼ ଠାରୁ ଦୂରରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋ’ଠାରୁ ଦୂରରେ ଥାଏ।