Job 21:17 — Compare Translations
5 translations compared side by side
Odia - 1840
"ପରମେଶ୍ବର କେତେ ଦୁଷ୍ଟଲୋକଙ୍କ ଜୀବନଦୀପ ଲିଭାଇ ଦିଅନ୍ତି। ଦୁଷ୍ଟ ଲୋକେ କେତେଥର ବିପଦ ରେ ପଡ଼ନ୍ତି। କେତେ ଥର ସମାନେେ ପରମେଶ୍ବରଙ୍କ କୋର୍ଧର ଶିକାର ହାଇେ ଦଣ୍ଡ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ଵର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତିଣ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କେତେ ଦୁଷ୍ଟଲୋକଙ୍କ ଜୀବନଦୀପ ଲିଭାଇ ଦିଅନ୍ତି? ଦୁଷ୍ଟ ଲୋକେ କେତେଥର ବିପଦରେ ପଡ଼ନ୍ତି? କେତେ ଥର ସେମାନେ ପରମେଶ୍ୱରଙ୍କ କ୍ରୋଧର ଶିକାର ହୋଇ ଦଣ୍ଡ ପାଆନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?
Odia IRV 2017 (ଓଡିଆ ବାଇବେଲ)
କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?