Job 21:18 — Compare Translations
5 translations compared side by side
Odia - 1840
"ପବନ କୁଟା ଖଣ୍ଡକୁ ଉଡ଼ାଇ ନଲୋପରି ପରମେଶ୍ବର କେତେ ଥର ସମାନଙ୍କେୁ ଉଡ଼ାଇ ନିଅନ୍ତି। ବତାଶ ରେ କେତେ ଥର ସମାନେେ ତୁଷପରି ଉଡ଼ି ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ପବନ କୁଟା ଖଣ୍ଡକୁ ଉଡ଼ାଇ ନେଲାପରି ପରମେଶ୍ୱର କେତେ ଥର ସେମାନଙ୍କୁ ଉଡ଼ାଇ ନିଅନ୍ତି? ବତାଶରେ କେତେ ଥର ସେମାନେ ତୁଷପରି ଉଡ଼ି ଯାଆନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?