Job 21:19 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ କୁହ, 'ପରମେଶ୍ବର ତା'ର ପିତାର ପାପଗୁଡ଼ିକ ପାଇଁ ତା'ର ପୁତ୍ରକୁ ଶାସ୍ତି ଦିଅନ୍ତି।' ନା, ସେ ନିଜେ ଦୁଷ୍ଟ ଲୋକକୁ ହିଁ ଶାସ୍ତି ପ୍ରଦାନ କରନ୍ତୁ। ତା' ହେଲେ ୟାଇ ଦୁଷ୍ଟ ଲୋକ ଜାଣିବ ଯେ ସେ ତା'ର ପାପଗୁଡ଼ିକ ପାଇଁ ଦୁଃଖ ଭୋଗ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କହୁଅଛ, ପରମେଶ୍ଵର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି । ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ କୁହ, ‘ପରମେଶ୍ୱର ତା’ର ପିତାର ପାପଗୁଡ଼ିକ ପାଇଁ ତା’ର ପୁତ୍ରକୁ ଶାସ୍ତି ଦିଅନ୍ତି।’ ନା, ସେ ନିଜେ ଦୁଷ୍ଟ ଲୋକକୁ ହିଁ ଶାସ୍ତି ପ୍ରଦାନ କରନ୍ତୁ। ତା’ହେଲେ ଯାଇ ଦୁଷ୍ଟ ଲୋକ ଜାଣିବ ଯେ, ସେ ତା’ର ପାପଗୁଡ଼ିକ ପାଇଁ ଦୁଃଖ ଭୋଗ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କହୁଅଛ, ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି। ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।