Job 21:20 — Compare Translations

5 translations compared side by side

Odia - 1840
"ସହେି ପାପୀ ନିଜେ ନିଜର ବିନାଶ ଦେଖୁ। ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ କୋର୍ଧର ଶିକାର ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାପୀ ନିଜେ ନିଜର ବିନାଶ ଦେଖୁ। ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ କ୍ରୋଧର ଶିକାର ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।
Odia IRV 2017 (ଓଡିଆ ବାଇବେଲ)
ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।