Job 21:22 — Compare Translations
5 translations compared side by side
Odia - 1840
"କହେି ପରମେଶ୍ବରଙ୍କୁ ଜ୍ଞାନ ବିଷଯ ରେ ଶିକ୍ଷା ଦଇପୋରିବ କି? ପରମେଶ୍ବର ମଧ୍ଯ ଅତି ଉଚ୍ଚ ସ୍ଥାନ ରେ ବାସ କରୁଥିବା ଲୋକମାନଙ୍କ କଥା ବିଚାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଊର୍ଦ୍ଧ୍ଵବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?
Odia Bible ERV 2004 (ପବିତ୍ର ବାଇବଲ)
“କେହି ପରମେଶ୍ୱରଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦେଇ ପାରିବ କି? ପରମେଶ୍ୱର ମଧ୍ୟ ଅତି ଉଚ୍ଚ ସ୍ଥାନରେ ବାସ କରୁଥିବା ଲୋକମାନଙ୍କ କଥା ବିଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?