Job 21:23 — Compare Translations

5 translations compared side by side

Odia - 1840
"କହେି ହୁଏତ ସମ୍ପୂର୍ଣ୍ଣ ଜୀବନ ସହିତ ସୌଭାଗ୍ଯ ଲାଭକରି ମୃତ୍ଯୁବରଣ କରେ। ସେ ଏକ ନିରାପଦ ଓ ଆରାମଦାୟକ ଜୀବନ ୟାପନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
Odia Bible ERV 2004 (ପବିତ୍ର ବାଇବଲ)
କେହି ହୁଏତ ସମ୍ପୂର୍ଣ୍ଣ ଜୀବନ ସହିତ ସୌଭାଗ୍ୟ ଲାଭକରି ମୃତ୍ୟୁବରଣ କରେ। ସେ ଏକ ନିରାପଦରେ ଓ ଆରାମଦାୟକ ଜୀବନଯାପନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
Odia IRV 2017 (ଓଡିଆ ବାଇବେଲ)
କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;