Job 21:24 — Compare Translations
5 translations compared side by side
Odia - 1840
"ତା'ର ଶରୀର ସମ୍ପୂର୍ଣ୍ଣ ଖାଦ୍ୟ ଗ୍ରହଣ କରିଥାଏ। ତା'ର ହାଡ ଶକ୍ତ ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଶରୀର ସମ୍ପୂର୍ଣ୍ଣ ଖାଦ୍ୟ ଗ୍ରହଣ କରିଥାଏ। ତା’ର ହାଡ଼ ଶକ୍ତ ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।