Job 21:25 — Compare Translations
5 translations compared side by side
Odia - 1840
"କିନ୍ତୁ ଅନ୍ୟ ଜଣେ ବ୍ଯକ୍ତି କଟୁ ଆତ୍ମା ସହିତ କଠିନ ଜୀବନ ପରେ ମ ରେ, ସେ କେତବେେଳେ ମଙ୍ଗଳର ସ୍ବାଦ ପାଇପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ଵାଦ ପାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅନ୍ୟ ଜଣେ ବ୍ୟକ୍ତି କଟୁ ଆତ୍ମା ସହିତ କଠିନ ଜୀବନ ପରେ ମରେ, ସେ କେତେବେଳେ ମଙ୍ଗଳର ସ୍ୱାଦ ପାଇପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ।