Job 21:27 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ଜାଣେ ତୁମ୍ଭେ କ'ଣ ଚିନ୍ତା କରୁଛ ଏବଂ ଏକଥା ଜାଣେ ତୁମ୍ଭେ ମାେତେ ଆଘାତ ଦବୋକୁ ଚାହୁଁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଙ୍କଳ୍ପସବୁ ଜାଣେ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ମୁଁ ଜାଣେ ତୁମ୍ଭେ କ’ଣ ଚିନ୍ତା କରୁଛ, ଏବଂ ଏ କଥା ଜାଣେ ତୁମ୍ଭେ ମୋତେ ଆଘାତ ଦେବାକୁ ଗ୍ଭହୁଁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋ’ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ।