Job 21:28 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାେତେ କହିପାର, 'ଜଣେ ଭଲ ଲୋକର ଗୃହକୁ ମାେତେ ଦଖାେଅ। ମାେତେ ମନ୍ଦ ଲୋକ ଯେଉଁଠା ରେ ବାସ କରନ୍ତି ଦଖାେଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ କହୁଅଛ, ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ଵୁ କାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ କହିପାର, ‘ଜଣେ ଭଲ ଲୋକର ଗୃହକୁ ମୋତେ ଦେଖାଅ। ମୋତେ ମନ୍ଦ ଲୋକ ଯେଉଁଠାରେ ବାସ କରନ୍ତି ଦେଖାଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ କହୁଅଛ, ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?