Job 21:29 — Compare Translations
5 translations compared side by side
Odia - 1840
"ନିଶ୍ଚଯ ତୁମ୍ଭେ ପଥିକମାନଙ୍କ ସହିତ କଥା ହାଇେଛ। ନିଶ୍ଚଯ ସମାନଙ୍କେ କାହାଣୀକୁ ସ୍ବୀକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,
Odia Bible ERV 2004 (ପବିତ୍ର ବାଇବଲ)
“ନିଶ୍ଚୟ ତୁମ୍ଭେ ପଥିକମାନଙ୍କ ସହିତ କଥା ହୋଇଛ। ନିଶ୍ଚୟ ସେମାନଙ୍କ କାହାଣୀକୁ ସ୍ୱୀକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କ’ଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କ’ଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,