Job 21:3 — Compare Translations
5 translations compared side by side
Odia - 1840
"ମୁଁ କହିଲା ବେଳେ ର୍ଧୈୟ୍ଯ ଧରି ଶୁଣ। ମୁଁ କହିସାରିଲା ପରେ ତୁମ୍ଭେ ମାେ କଥାକୁ ବ୍ଯଙ୍ଗ କରିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହିଲା ବେଳେ ଧୈର୍ଯ୍ୟ ଧରି ଶୁଣ। ମୁଁ କହିସାରିଲା ପରେ ତୁମ୍ଭେ ମୋ’ କଥାକୁ ବ୍ୟଙ୍ଗ କରିପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।
Odia IRV 2017 (ଓଡିଆ ବାଇବେଲ)
ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।