Job 21:30 — Compare Translations

5 translations compared side by side

Odia - 1840
"ବିପଦ ଆସିଲେ ବି ଦୁଷ୍ଟ ଲୋକମାନେ ରକ୍ଷାପାଇ ୟାଆନ୍ତି। ପରମେଶ୍ବର ରାଗ କଲେ ବି ସମାନେେ ବର୍ତ୍ତି ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯାʼନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ବିପଦ ଆସିଲେ ବି ଦୁଷ୍ଟ ଲୋକମାନେ ରକ୍ଷାପାଇ ଯାଆନ୍ତି। ପରମେଶ୍ୱର ରାଗ କଲେ ବି ସେମାନେ ବର୍ତ୍ତି ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯା’ନ୍ତି?