Job 21:33 — Compare Translations

5 translations compared side by side

Odia - 1840
"ଉପତ୍ୟକାର ମାଟି ମଧ୍ଯ ଦୁଷ୍ଟ ଲୋକଙ୍କ ପାଇଁ ସ୍ବାଦିଷ୍ଟ ହବେ। ହଜାର ହଜାର ଲୋକ ତା'ର ଶବ ଶାେଭାୟାତ୍ରା ରେ ଅଂଶଗ୍ରହଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍ ସମସ୍ତ ଲୋକ ଗମନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଉପତ୍ୟକାର ମାଟି ମଧ୍ୟ ଦୁଷ୍ଟ ଲୋକଙ୍କ ପାଇଁ ସ୍ୱାଦିଷ୍ଟ ହେବ। ହଜାର ହଜାର ଲୋକ ତା’ର ଶବ ଶୋଭାଯାତ୍ରାରେ ଅଂଶଗ୍ରହଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍‍ ସମସ୍ତ ଲୋକ ଗମନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍‍ ସମସ୍ତ ଲୋକ ଗମନ କରିବେ।